• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁର ମୟ ରହିବ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ଶନିବାର । ଚନ୍ଦ୍ର- ବୃଷ ଦିବା ୧୨.୪୫ ଗତେ ମିଥୁନ । ତିଥି- ୫ମୀ ଦିବା ୧୨.୦୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ବିଛା ରାଶିର, ଦିବା ୧୨.୪୫ ଗତେ କନ୍ୟା,ଘାତବାର- ବୃଷ,ସିଂହ ଓ କନ୍ୟା,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Saturday 13 Apr 2024

ଉ , ଫାଲଗୁନୀ – ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ସ୍ଥଗିତ କାମ ବନ୍ଧୁ ସାହାର‌୍ୟ୍ୟରେ ପୁରା କରିବେ ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ ।

ହସ୍ତା – ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର‌୍ୟ୍ୟକୁ ପରିବର୍ତନ କରିପାରନ୍ତି

ଚିତ୍ରା – ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :