• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁର ମୟ ରହିବ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ଶନିବାର । ଚନ୍ଦ୍ର- ବୃଷ ଦିବା ୧୨.୪୫ ଗତେ ମିଥୁନ । ତିଥି- ୫ମୀ ଦିବା ୧୨.୦୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ବିଛା ରାଶିର, ଦିବା ୧୨.୪୫ ଗତେ କନ୍ୟା,ଘାତବାର- ବୃଷ,ସିଂହ ଓ କନ୍ୟା,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Saturday 13 Apr 2024

ବିଶାଖା – ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ ।

ଅନୁରାଧା – କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଅବିବାହିତ ମାନଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ତିରିକୃତ ହେବ

ଜ୍ୟେଷ୍ଠା – ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ ।

ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :