ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।
କୃତିକା- ପରୋକ୍ଷ ଶତ୍ରୁତା ଦୈନିକ ଜିବନ ଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ। ଛୋଟ କଥାକୁ ନେଇପରିବାର ଭିତରେ କଳହ ଲାଗିଲେ ସମ୍ପର୍କ ହାନି ହୋଇପାରେ। ଅର୍ଥ ସମ୍ମାନର ଅଭାବ ରହିବ ନାହିଁ ।ରୋହିଣୀ- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ। ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ। ବ୍ୟବସାୟ ସହରକୁ ଯାଇ ପାରନ୍ତି ।ମୃଗଶିରା- ଯେକୌଣସି କାର୍ଯ୍ୟରେ ହେଉନା କାହିଁକି ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି । ପୂର୍ବରୁ ନେଇଥିବା ସିଦ୍ଧାନ୍ତ ବଦଳାଇ ପାରନ୍ତି।
ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।