ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।
ଧନିଷ୍ଠା- ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ। କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ। କୌଣସି ବଡ ସୁବିଧା ମିଳିବା ଯୋଗୁ ଧନ ଲାଭ ହେବ ।ଶତଭିଷା- ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳ ପାଇବେ। ପ୍ରଶାସନ କ୍ଷେତ୍ରରେ ଶୁଭ ଫଳ ପାଇବେ। ରାଜନୀତି ମନ ଚାହୁଁଥିବା ପଦ ପାଇବେ।ପୂ,ଭାଦ୍ରପଦ- ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ। ଶିକ୍ଷାର୍ଥୀଙ୍କ ଆଶା ସଫଳ ହେବ। ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ।
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।