• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।

Pisces

ମୀନ

Sunday 13 Apr 2025

ପୂ,ଭାଦ୍ରପଦ- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ। ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ। ଉ,ଭାଦ୍ରପଦ- ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି । ରେବତୀ- ଯାନବାହାନ ଲାଭ ସାଙ୍ଗକୁ ମନୋରଞ୍ଜନ ଓ ମାଙ୍ଗଳିକ କାମରୁ ଖୁସିରହିବେ । ଅନ୍ୟର ସାହାଯ୍ୟ, ସମର୍ଥନ ଲକ୍ଷହାସଲରେ ସହାୟକ ହୋଇପାରିବ । ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହେବେ ।

ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।