ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।
ମୃଗଶିରା- ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରିକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ ।ଆଦ୍ରା- ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନକୁ ଭ୍ରମଣ କରିବାକୁ ଯାଇ ଆନନ୍ଦ ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ। ଚେଷ୍ଟା କରୁଥିବା କାମରେ ସଫଳତା ପାଇ ପାରନ୍ତି । ପୁନର୍ବସୁ- ବନ୍ଧୁଙ୍କ ସହାୟତା ଲାଭକରି କାର୍ଯ୍ୟ ହାସଲ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ।
ପ୍ରତିକାର- ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।