• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।

Cancer

କର୍କଟ

Sunday 13 Apr 2025

ପୁନର୍ବସୁ- ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପରାମର୍ଶକୁ ଗ୍ରହଣ କରିବେ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ ପାଇଁ ଖର୍ଚ୍ଚାନ୍ତ ହେବେ । ପୁଷ୍ୟା- କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାର‌୍ୟ୍ୟ ପାଇବେ । ରାଜନିତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ । ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ। ଅଶ୍ଲେଷା- ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମକୁ ଚଳାଇ ନେବେ। କୌଣସି ଅତ୍ୟାବଶ୍ୟକୀୟ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି । ଆଲୋଚନା ପରିସରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ।

ପ୍ରତିକାର – ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।