• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।

Leo

ସିଂହ

Sunday 13 Apr 2025

ଉ,ଫଳଗୁନି- ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । ବ୍ୟବସାୟରେ କୈାଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ।ହସ୍ତା- ଆଜିର ଅଫିସ୍ କାମରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ । ସରକାରୀ କାମରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।ଚିତ୍ରା- ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି । ଧର୍ମକାର୍ଯ୍ୟର ଆଲୋଚନା କିମ୍ବା ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।