• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।

Libra

ତୁଳା

Sunday 13 Apr 2025

ଚିତ୍ରା- ମହିଳା ଓ ପୁରୁଷ ସହକର୍ମୀ ମାନଙ୍କର ସମର୍ଥନ ଯୋଗୁଁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ଲାଭ ପାଇବା ସହ ଆର୍ଥିକ ସ୍ଥିତି ବୃଦ୍ଧି ହେବ ।ସ୍ୱାତୀ- ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଲକ୍ଷ୍ୟ ହାସଲରେ ସମର୍ଥ ହେବେ ।ବିଶାଖା- ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ମହିଳାମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୌଣସି କାରଣରୁ ମନ ଭଲ ରହିବ ନାହିଁ ।

ପ୍ରତିକାର-ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।