ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।
ବିଶାଖା- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ। ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ। ଶାରୀରିକ ଚିନ୍ତା ଦୂର ହେବ। ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ।ଅନୁରାଧା- ରାଜନିତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ। ଜ୍ୟେଷ୍ଠା- ଆଜି ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ସମର୍ଥ ହୋଇପାରନ୍ତି। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ।
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।