ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।
ମୂଳା- ନିଜ ଚତୁଃପାଶ୍ୱର୍ରେ ରହୁଥିବା ବ୍ୟକ୍ତିବିଶେଷଙ୍କ ସାହାଯ୍ୟ ଲାଭକରି ଆଶ୍ୱସ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ଶୁଭକାର୍ଯ୍ୟରେ ଆତ୍ମୀୟ ପ୍ରେରଣାରୁ ଉପକୃତ ହୋଇପାରନ୍ତି ।ପୂ,ଷାଢା- ରାଜନୀତି ବିରୋଧୀ ସମ୍ମୁଖୀନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଶଂସା ମିଳିବ । ଯାତ୍ରା, ବାଣିଜ୍ୟ କ୍ଷେତ୍ରରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଉ,ଷାଢା- ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ । ଭାଇ-ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।