ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।
ଉ,ଷାଢା- କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ। ଅନ୍ୟମାନଙ୍କର କଥା ଓ କାର୍ଯ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ।ଶ୍ରବଣା- ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ। ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ।ଧନିଷ୍ଠା- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ। ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ। ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।