ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।
ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ। ଜାଗା, ଜମି, ବାହନ ଆଦି କ୍ରୟ କରି ପାରିବେ। ଦୂର ଯାତ୍ରାର ସୁଯୋଗ ପାଇପାରନ୍ତି। ପ୍ରତ୍ୟେକ କଥାରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ।କୃତିକା- ଛାତ୍ରଛାତ୍ରୀମାନେ ପାଠପଢାରେ ବ୍ୟସ୍ତ ରହିବେ। ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିଲେ ଭଲ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲକା କରିବାରେ ସମର୍ଥନ ହେବେ ।
ପ୍ରତିକାର- ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ।