• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th August 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ବଡ କମ୍ପାନୀରେ ଚାକିରି ପାଇପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୨ଶୀ ଦିବା ୦୮.୨୦ ଗତେ ୧୩ଶୀ । ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୪.୨୫ ପର୍ଯ୍ୟନ୍ତ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ - କୃଷି ଓ ପଶୁ ହାନୀ- ଭୂମି ଓ ଅନ୍ନଦାନ ଦିବା ୦୮.୨୦ ଗତେ ୧ ପାଦ କୃଷିହାନୀ-ଭୂମିଦାନ ।

Taurus

ବୃଷ

Sunday 13 Aug 2023

କୃତିକା- କର୍ମଧାରାରେ ପରିବର୍ତ୍ତନ ଆଣିବାକୁ ପଡ଼ିପାରେ । ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇ ଏକ ପ୍ରକାର ବ୍ୟତିବ୍ୟସ୍ତ ହୋଇପାରନ୍ତି ।

ରୋହିଣୀ- କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବା କାରଣରୁ ସେହିକଥା ଭାବି ଭାବି ଅନ୍ୟମନସ୍କ ରହିପାରନ୍ତି । ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ମୃଗଶିରା- ଯାନବାହନ, ଜମିଜମା, ଗୃହସୀମା, ମାଲି ମକଦ୍ଦମାରେ ସମସ୍ୟା ଲାଗି ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସାମୟିକ ପ୍ରତିବନ୍ଧକରୁ ଆଜିର କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ ।

ପ୍ରତିକାର- ମା’ କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :