• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th August 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ବଡ କମ୍ପାନୀରେ ଚାକିରି ପାଇପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୨ଶୀ ଦିବା ୦୮.୨୦ ଗତେ ୧୩ଶୀ । ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୪.୨୫ ପର୍ଯ୍ୟନ୍ତ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ - କୃଷି ଓ ପଶୁ ହାନୀ- ଭୂମି ଓ ଅନ୍ନଦାନ ଦିବା ୦୮.୨୦ ଗତେ ୧ ପାଦ କୃଷିହାନୀ-ଭୂମିଦାନ ।

Pisces

ମୀନ

Sunday 13 Aug 2023

ପୂ, ଭାଦ୍ରପଦ- ସକାଳୁ ଯେଉଁ କାମରେ ବାହାରିଛନ୍ତି ସେଥିରେ ସଫଳତା ଅବଶ୍ୟ ପାଇବେ। ବିବାଦୀୟ ପରିସରରେ ପରିସ୍ଥିତିକୁ ଲକ୍ଷ୍ୟକରି ନୀରବତା ଅବଲମ୍ବନ କରିବାକୁ ଉଚିତ ମନେ କରିପାର । ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି ।

ଉ, ଭାଦ୍ରପଦ- ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଯେତେ ଭଲ କାମ କଲେ ମଧ୍ୟ ସମାଲୋଚିତ ହୋଇପାରନ୍ତି । ପରୀକ୍ଷାର୍ଥୀ ମାନେ ପାଠରେ ସୁଫଳ ଅର୍ଜନ କରିବେ ।

ରେବତୀ- କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । କ୍ରୀଡ଼ା, କଳା, ସାହିତ୍ୟ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହେବ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ ।

ପ୍ରତିକାର- ଶ୍ରୀ ବିଷ୍ଣୁଙ୍କ ସହସ୍ର ନାମ ପାଠ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :