• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th August 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ବଡ କମ୍ପାନୀରେ ଚାକିରି ପାଇପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୨ଶୀ ଦିବା ୦୮.୨୦ ଗତେ ୧୩ଶୀ । ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୪.୨୫ ପର୍ଯ୍ୟନ୍ତ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ - କୃଷି ଓ ପଶୁ ହାନୀ- ଭୂମି ଓ ଅନ୍ନଦାନ ଦିବା ୦୮.୨୦ ଗତେ ୧ ପାଦ କୃଷିହାନୀ-ଭୂମିଦାନ ।

Gemini

ମିଥୁନ

Sunday 13 Aug 2023

ମୃଗଶିରା- ବ୍ୟବସାୟୀଙ୍କ ଲାଗି ଦିନଟି ଶୁଭ ରହିବ । ସ୍ୱାସ୍ଥ୍ୟ ଭଲ ରହିନପାରେ । ପାରିବାରିକ ଶୃଙ୍ଖଳା ରକ୍ଷା କରିବା ଦିଗରେ ନିଜର ଅଭିଜ୍ଞତା ଆପଣଙ୍କୁ ବହୁ ମାତ୍ରାରେ ସାହାଯ୍ୟ କରିବ ।

ଆଦ୍ରା- ସାଧାରଣରେ ଭଲ କଥା କହିଲେ ମଧ୍ୟ ଭୁଲ୍ ବୁଝାମଣା କାରଣରୁ ପରିବାର ଭିତରେ ସମ୍ପର୍କ ହାନୀ ଘଟିବାର ଆଶଙ୍କା ରହିଛି । ସଭାସମିତି, ଆନୁଷ୍ଠାନିକ କାମ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ।

ପୁନର୍ବସୁ- ଅଫିସ୍‌ରେ କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । ଜମିବାଡିକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ ।

ପ୍ରତିକାର- ଦତାତ୍ରେୟଙ୍କ ପୂଜା କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :