• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th August 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ବଡ କମ୍ପାନୀରେ ଚାକିରି ପାଇପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୨ଶୀ ଦିବା ୦୮.୨୦ ଗତେ ୧୩ଶୀ । ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୪.୨୫ ପର୍ଯ୍ୟନ୍ତ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ - କୃଷି ଓ ପଶୁ ହାନୀ- ଭୂମି ଓ ଅନ୍ନଦାନ ଦିବା ୦୮.୨୦ ଗତେ ୧ ପାଦ କୃଷିହାନୀ-ଭୂମିଦାନ ।

Cancer

କର୍କଟ

Sunday 13 Aug 2023

ପୁନର୍ବସୁ- ଶରୀର ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ । ନିଜ ଘର ଅପେକ୍ଷା ବାହାର ଲୋକମାନେ ଆପଣଙ୍କୁ ସମର୍ଥନ କରିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ବିଶେଷ ଅସୁବିଧା ହେବ ନାହିଁ ।

ପୁଷ୍ୟା- କର୍ମକ୍ଷେତ୍ରରେ ନିଜ ମନ ମୁତାବକ କାର୍ଯ୍ୟ କରିବେ । ବିଦ୍ୟାର୍ଥୀ ମାନଙ୍କର ପଢା ପ୍ରତି ଥିବା ଚିନ୍ତା ଦୂର ହୋଇଯିବ । ରାଜନୀତିରେ ଲୋକ ସଂପର୍କ ବଢିବ ।

ଅଶ୍ଳେଷା- ଜମିକୁ ନେଇ ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । ମହିଳାମାନେ କଠିନ ପରିଶ୍ରମ କରିବେ ।

ପ୍ରତିକାର- ଶ୍ରୀ ଗଣେଷଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :