• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th August 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ବଡ କମ୍ପାନୀରେ ଚାକିରି ପାଇପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୨ଶୀ ଦିବା ୦୮.୨୦ ଗତେ ୧୩ଶୀ । ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୪.୨୫ ପର୍ଯ୍ୟନ୍ତ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ - କୃଷି ଓ ପଶୁ ହାନୀ- ଭୂମି ଓ ଅନ୍ନଦାନ ଦିବା ୦୮.୨୦ ଗତେ ୧ ପାଦ କୃଷିହାନୀ-ଭୂମିଦାନ ।

Scorpio

ବିଛା

Sunday 13 Aug 2023

ବିଶାଖା- ବ୍ୟବସାୟ ଓ ବାଣିଜ୍ୟରେ ସାମାନ୍ୟ ସମସ୍ୟା ଆସିପାରେ । କର୍ମ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ । ପ୍ରିୟ ଲୋକଟିକୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ ।

ଅନୁରାଧା- ରାଜନୀତିରେ ପରିସ୍ଥିତିକୁ ଯେତେ ଜଟିଳ ମନେ କରୁଛନ୍ତି ସେପରି କିଛି ହେବନି । ବନ୍ଧୁମାନଙ୍କ ପ୍ରେରଣାରେ ସତ୍ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ । ଛାତ୍ରଛାତ୍ରୀ ମାନେ ପଢାରେ ଅବେହଳା କରିବେ ।

ଜ୍ୟୋଷ୍ଠା- ଗୃହ ବା ଜମି ସମସ୍ୟାକୁ ନେଇ ସାମାନ୍ୟ ଚିନ୍ତାରେ ରହିପାରନ୍ତି । ଅଜଣା ବ୍ୟକ୍ତିଙ୍କ ଠାରୁ ସାହାଯ୍ୟ ପାଇ ଖୁସି ଅନୁଭବ କରିବେ ।

ପ୍ରତିକାର- ମା’ ବଗଳାମୁଖିଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :