• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th August 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ବଡ କମ୍ପାନୀରେ ଚାକିରି ପାଇପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୨ଶୀ ଦିବା ୦୮.୨୦ ଗତେ ୧୩ଶୀ । ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୪.୨୫ ପର୍ଯ୍ୟନ୍ତ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ - କୃଷି ଓ ପଶୁ ହାନୀ- ଭୂମି ଓ ଅନ୍ନଦାନ ଦିବା ୦୮.୨୦ ଗତେ ୧ ପାଦ କୃଷିହାନୀ-ଭୂମିଦାନ ।

Sagittarius

ଧନୁ

Sunday 13 Aug 2023

ମୂଳା- ଆନୁଷ୍ଠାନିକ କାମ, ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ପରିସ୍ଥିତିକୁ ଲକ୍ଷ୍ୟକରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ । ପରିବାର ମଧ୍ୟରେ ମନ ମାଳିନ୍ୟ ଦେଖାଦେଇପାରେ ।

ପୂ, ଷାଢା- ଅଧିକ ପରିଶ୍ରମ ପାଇଁ ଶାରିରୀକ ଅସୁସ୍ଥତା ଅନୁଭବ କରିପାରନ୍ତି । କର୍ମ କ୍ଷେତ୍ରରେ ମନ ଚଳଚଞ୍ଚଳ ରହିବ । ବ୍ୟବସାୟରେ ନୂତନ ସ୍ଥାନକୁ ଯାତ୍ରା କରିବାକୁ ଯାଇପାରନ୍ତି ।

ଉ, ଷାଢା-କଳା, ସାହିତ୍ୟ, କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇପାରନ୍ତି । ପ୍ରତିଯୋଗିତା, ମାଲି ମକଦ୍ଦମା ଓ ବିବାଦୀୟ ଘଟଣାରେ ବିଜୟଲାଭ କରିବେ ।

ପ୍ରତିକାର- ଶ୍ରୀ ରାମଙ୍କର ପୂଜା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :