• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th August 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ବଡ କମ୍ପାନୀରେ ଚାକିରି ପାଇପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୨ଶୀ ଦିବା ୦୮.୨୦ ଗତେ ୧୩ଶୀ । ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୪.୨୫ ପର୍ଯ୍ୟନ୍ତ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ - କୃଷି ଓ ପଶୁ ହାନୀ- ଭୂମି ଓ ଅନ୍ନଦାନ ଦିବା ୦୮.୨୦ ଗତେ ୧ ପାଦ କୃଷିହାନୀ-ଭୂମିଦାନ ।

Capricorn

ମକର

Sunday 13 Aug 2023

ଉ, ଷାଢା- ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । ବନ୍ଧୁ ଓ ପରିବାର ସହ ଖୁସିରେ ସମୟ ଅତିବାହିତ କରିବେ । ବ୍ୟବସାୟରେ ଲାଭ ମିଳିପାରେ ।

ଶ୍ରବଣା- ନିଜ ଗୃହ ସମସ୍ୟାକୁ ସଜାଡିବାକୁ ଯାଇ ବହୁତ ହଇରାଣ ହେବାକୁ ପଡିପାରେ । ଅଫିସରେ ରହିଥିବା କାରଣରୁ ବହୁତ ଗୁଡାଏ କାମ ହାତକୁ ନେବେ । ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ ।

ଧନିଷ୍ଠା- ସାମୟିକ ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । ଯାନ ବାହାନ କିଣିବାର ଭଲ ସୁଯୋଗ ପାଇବେ । କୋର୍ଟ କଚେରୀରେ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି ।

ପ୍ରତିକାର- ମହାଦେବଙ୍କ ମନ୍ତ୍ର ଜପ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :