Daily Horoscope 13th August 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ବଡ କମ୍ପାନୀରେ ଚାକିରି ପାଇପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ)କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୨ଶୀ ଦିବା ୦୮.୨୦ ଗତେ ୧୩ଶୀ । ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୪.୨୫ ପର୍ଯ୍ୟନ୍ତ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ - କୃଷି ଓ ପଶୁ ହାନୀ- ଭୂମି ଓ ଅନ୍ନଦାନ ଦିବା ୦୮.୨୦ ଗତେ ୧ ପାଦ କୃଷିହାନୀ-ଭୂମିଦାନ ।

Aries

ମେଷ

Sunday 13 Aug 2023

ଅଶ୍ୱନୀ- ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ । କୌଣସି କାର୍ଯ୍ୟରେ ସଫଳତା ପାଇବା କଷ୍ଟକର ହୋଇପାରେ । ଯେକୌଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଚଳାଇନେଇପାରିଲେ କୃତକାର୍ଯ୍ୟ ହେବେ ।

ଦ୍ୱିଜା- ଯୋଜନା ଅନୁଯାୟୀ କାମ କରି କିଛିଟା ସଫଳତା ମଧ୍ୟ ପାଇବେ । ସଭାସମିତି, ଆନୁଷ୍ଠାନିକ କାମ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ । ଛାତ୍ରଛାତ୍ରୀ ମାନେ ପାଠପଢା ପ୍ରତି ଅଧିକ ଧ୍ୟାନ ଦେବେ ।

କୃତିକା- କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଅର୍ଥ ସମ୍ପର୍କୀୟ ବିବାଦ ଲାଗିପାରେ । ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି ।

ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :