• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ବହୁ ପରିମାଣରେ ହ୍ରାସ ପାଇବ

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର । ତିଥି- ୮ମୀ ଦିବା ୦୯.୩୧ ଗତେ ୯ମୀ ।

Taurus

ବୃଷ

Tuesday 13 Aug 2024

କୃତିକା- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଛୋଟ କଥାକୁ ନେଇ ପ୍ରେମୀଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ ।

ରୋହିଣୀ – ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।

ମୃଗଶିରା – ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଧାର ଦେବା ନେବାରେ ନିବୃତ ରୁହନ୍ତୁ ।

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :