• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ବହୁ ପରିମାଣରେ ହ୍ରାସ ପାଇବ

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର । ତିଥି- ୮ମୀ ଦିବା ୦୯.୩୧ ଗତେ ୯ମୀ ।

Pisces

ମୀନ

Tuesday 13 Aug 2024

ପୂ , ଭାଦ୍ରପଦ - ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଆର୍ଥିକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।

ଉ , ଭଦ୍ରପଦ- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ଧର୍ମ ପୁସ୍ତକ ପଢିବାରେ ଆଗ୍ରହ ବଢିବ ।

ରେବତୀ – ବିବାହିତ ସମ୍ବନ୍ଧୀୟ କଥାବାର୍ତ୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖେଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :