• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ବହୁ ପରିମାଣରେ ହ୍ରାସ ପାଇବ

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର । ତିଥି- ୮ମୀ ଦିବା ୦୯.୩୧ ଗତେ ୯ମୀ ।

Gemini

ମିଥୁନ

Tuesday 13 Aug 2024

ମୃଗଶିରା- ପୁରୁଣା ରୋଗ ଭଲ ହୋଇଯିବ । ନିଜର ଦକ୍ଷତା ପଦର୍ଶନ କରିବା ପାଇଁ ସୁଯୋଗ ପାଇବେ । ବୈବାହିକ ଜୀବନ ପାଇଁ ଏକ ଅନୁକୂଳ ସମୟ ଭାବରେ ପରିଗଣିତ ହେବ ।

ଆଦ୍ରା- ଆର୍ଥିକ କ୍ଷେତ୍ରରେ ଆୟ, ବ୍ୟୟ ସମନତା ରକ୍ଷା କରିବେ । ବିଦେଶରେ ପଢ଼ିବାକୁ ଚାହୁଁଥିବା ଛାତ୍ରମାନଙ୍କ ସ୍ୱପ୍ନ ପୂରଣ ହେବ । ମହିଳାମାନେ ଗପସପରେ ସମୟ ବିତାଇବେ।

ପୁନର୍ବସୁ- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ରାଜନୀତିରେ ଆଲୋଚନାରେ ନିଜକୁ ସାମିଲ କରିବେ । ପଇସା ଦେବା ନେବା ବେଳେ ସାବଧନତା ଅବଲମ୍ବନ କରନ୍ତୁ ।

ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :