• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ବହୁ ପରିମାଣରେ ହ୍ରାସ ପାଇବ

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର । ତିଥି- ୮ମୀ ଦିବା ୦୯.୩୧ ଗତେ ୯ମୀ ।

Leo

ସିଂହ

Tuesday 13 Aug 2024

ମଘା- ସ୍ୱାସ୍ଥ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତନ ହୋଇପାରେ । ବିଦେଶରେ କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ନିଜର ଆକସ୍ମିକ ବୁଦ୍ଧି ଓ କାର୍ଯ୍ୟ କରିବା ଶୈଳୀରେ ପରିବର୍ତନ ଆଣିବେ

ପୂ,ଫାଲଗୁନି- କରଜ ପରିଶୋଧ କରିବାରେ ସକ୍ଷମ ହେବେ । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ

ଉ,ଫାଲଗୁନି- ହଠାତ୍ ଉପୁଜୁଥିବା କ୍ରୋଧକୁ ଆୟତରେ ରଖନ୍ତୁ । ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ଭାବିଥିବା କୌଣସି ଜରୁରୀ କାମ ସଂପୂର୍ଣ୍ଣ ହେବ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :