• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ବହୁ ପରିମାଣରେ ହ୍ରାସ ପାଇବ

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର । ତିଥି- ୮ମୀ ଦିବା ୦୯.୩୧ ଗତେ ୯ମୀ ।

Virgo

କନ୍ୟା

Tuesday 13 Aug 2024

ଉ , ଫାଲଗୁନୀ – ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।

ହସ୍ତା – ଆମଦାନି ବଢ଼ାଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ଚିତ୍ରା – ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :