• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ବହୁ ପରିମାଣରେ ହ୍ରାସ ପାଇବ

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର । ତିଥି- ୮ମୀ ଦିବା ୦୯.୩୧ ଗତେ ୯ମୀ ।

Libra

ତୁଳା

Tuesday 13 Aug 2024

ଚିତ୍ରା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । କୌଣସି ବଡ଼ ନିଷ୍ପତ୍ତି ନେବାରୁ ଦୂରେଇ ରହିବା ଉଚିତ । ପରିବାରରେ ବୁଝାମଣା ସହିତ ସବୁ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ

ସ୍ୱାତୀ- ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ।

ବିଶାଖା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ଦେବ ଦର୍ଶନ ଏବଂ କୁଟୁମ୍ଭ ସୈଖ୍ୟ ଲାଭ କରିବେ

ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :