• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ବହୁ ପରିମାଣରେ ହ୍ରାସ ପାଇବ

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର । ତିଥି- ୮ମୀ ଦିବା ୦୯.୩୧ ଗତେ ୯ମୀ ।

Scorpio

ବିଛା

Tuesday 13 Aug 2024

ବିଶାଖା – ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥିମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ। ଅଫିସ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ ।

ଅନୁରାଧା – ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ମହିଳାମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।

ଜ୍ୟେଷ୍ଠା – ବିଦ୍ୟାର୍ଥୀମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :