• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ବହୁ ପରିମାଣରେ ହ୍ରାସ ପାଇବ

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର । ତିଥି- ୮ମୀ ଦିବା ୦୯.୩୧ ଗତେ ୯ମୀ ।

Sagittarius

ଧନୁ

Tuesday 13 Aug 2024

ମୂଳା- ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । କିଛି କାର୍ଯ୍ୟକଳାପ ଆପଣଙ୍କର ସରକାରଙ୍କ ବିରୋଧରେ ଯାଇପାରେ । ପାରିବାରିକ ଜୀବନରେ କମ୍ ଚାପ ରହିବ । ପତି, ପତ୍ନୀଙ୍କ ମଧ୍ୟରେ ସମ୍ପର୍କ ମଜବୁତ ରହିବ ।

ପୂ,ଷାଢା- ପଇସା ପତ୍ରକୁ ନେଇ ଅନର୍ଥ ସୃଷ୍ଟି ହୋଇପାରେ । ଏକାଡେମିକ୍ କାର୍ଯ୍ୟ ଉପରେ ଧ୍ୟାନ ରଖିବା ଉଚିତ୍ । ଖେଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ

ଉ,ଷାଢା- ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ । ଋାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।

ପ୍ରତିକାର – ଶନି ଦେବଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :