• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ବହୁ ପରିମାଣରେ ହ୍ରାସ ପାଇବ

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର । ତିଥି- ୮ମୀ ଦିବା ୦୯.୩୧ ଗତେ ୯ମୀ ।

Capricorn

ମକର

Tuesday 13 Aug 2024

ଉ , ଷାଢା - ପୁରାତନ ରୋଗରୁ ଉପଶମ ମିଳିବ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ, ଆୟ ଅବ୍ୟହତ ହେବ

ଶ୍ରବଣା – କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।

ଧନିଷ୍ଠା – ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :