Daily Horoscope 13th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ବହୁ ପରିମାଣରେ ହ୍ରାସ ପାଇବ

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର । ତିଥି- ୮ମୀ ଦିବା ୦୯.୩୧ ଗତେ ୯ମୀ ।

Aries

ମେଷ

Tuesday 13 Aug 2024

ଅଶ୍ୱନୀ- ମାନସିକ ଚାପରୁ ଦୂରେଇ ରୁହନ୍ତୁ । ବସ୍ତ୍ର, ବ୍ୟବସାୟ, ଖାଦ୍ୟ ପ୍ରଦାନ ବ୍ୟବସାୟ ଘର ସାଜସଜ୍ଜାକୁ ନେଇ ବ୍ୟବସାୟରେ ଲାଭବାନ ହେବେ । କୌଣସି ଛୋଟ ସମସ୍ୟା କିମ୍ବା ବିବାଦ ମଧ୍ୟ ହ୍ରାସ ପାଇବ।

ଦ୍ୱିଜା- ପରିବାରକୁ ଖୁସି କରିବା ପାଇଁ ବହୁତ ପରିଶ୍ରମ କରିବେ । ଋଣ ନେଇ କିମ୍ବା ଅନ୍ୟ କୌଣସି ଉପାୟରେ ଆପଣଙ୍କର କାର୍ଯ୍ୟ ସମାପ୍ତ କରିବାରେ ଅସୁବିଧା ହୋଇପାରେ । ନିଜର କ୍ୟାରିୟର ବିକାଶ ପାଇଁ ସମସ୍ତ ପ୍ରୟାସ କରିବେ।

କୃତିକା- ନୂତନ ଜମି କ୍ରୟ କରିବାର ସୁଯୋଗ ଆସିବ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ନୂତନ ଭାବେ ଆରମ୍ଭ କରୁଥିବା କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ ।

ପ୍ରତିକାର – ହନୁମାନଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :