• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭୂ-ସମ୍ପତି କିଣିବାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ରାତ୍ରି ୦୨.୩୨ ଗତେ ସିଂହ ତିଥି- ୫ମୀ ରାତ୍ରି ୦୯.୨୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ରାତ୍ରି ୦୨.୩୨ ଗତେ କର୍କଟ, ମକର ଘାତ ବାର – ମକର ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Aries

ମେଷ

Tuesday 13 Dec 2022

ଅଶ୍ୱନୀ – ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ ।

ଦ୍ୱିଜା – ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ ।

କୃତିକା – କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଅଧିକ ମୂଲ୍ୟ ଦେଇ ଜମି କିଣିବେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :