• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭୂ-ସମ୍ପତି କିଣିବାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ରାତ୍ରି ୦୨.୩୨ ଗତେ ସିଂହ ତିଥି- ୫ମୀ ରାତ୍ରି ୦୯.୨୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ରାତ୍ରି ୦୨.୩୨ ଗତେ କର୍କଟ, ମକର ଘାତ ବାର – ମକର ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Taurus

ବୃଷ

Tuesday 13 Dec 2022

କୃତିକା - ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ ।

ରୋହିଣୀ – ବିଦ୍ୟାର୍ଥୀ ମାନେ ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।

ମୃଗଶିରା – କୈାଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ ।

ପ୍ରତିକାର – ମାଆ କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :