• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭୂ-ସମ୍ପତି କିଣିବାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ରାତ୍ରି ୦୨.୩୨ ଗତେ ସିଂହ ତିଥି- ୫ମୀ ରାତ୍ରି ୦୯.୨୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ରାତ୍ରି ୦୨.୩୨ ଗତେ କର୍କଟ, ମକର ଘାତ ବାର – ମକର ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Aquarius

କୁମ୍ଭ

Tuesday 13 Dec 2022

ଧନିଷ୍ଠା – ପାରିବାରିକ କଷ୍ଟ ଦୂର ହୋଇପାରେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି

ଶତଭିଷା – ରାଜନୀତିରେ ବିରେଧୀ ଦଳ ବଢିବେ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ

ପୂ , ଭାଦ୍ରପଦ – ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :