ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ରାତ୍ରି ୦୨.୩୨ ଗତେ ସିଂହ ତିଥି- ୫ମୀ ରାତ୍ରି ୦୯.୨୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ରାତ୍ରି ୦୨.୩୨ ଗତେ କର୍କଟ, ମକର ଘାତ ବାର – ମକର ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ
ପୂ , ଭାଦ୍ରପଦ - ପରିବାରରେ ଯେପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ । ବ୍ୟବସାୟ, ପରିବହନ , କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ ।
ଉ , ଭଦ୍ରପଦ - ରାଜନିତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ
ରେବତୀ – ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ ।
ପ୍ରତିକାର – ମାଆ ତାରାଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩