• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭୂ-ସମ୍ପତି କିଣିବାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ରାତ୍ରି ୦୨.୩୨ ଗତେ ସିଂହ ତିଥି- ୫ମୀ ରାତ୍ରି ୦୯.୨୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ରାତ୍ରି ୦୨.୩୨ ଗତେ କର୍କଟ, ମକର ଘାତ ବାର – ମକର ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Gemini

ମିଥୁନ

Tuesday 13 Dec 2022

ମୃଗଶିରା - ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ ।

ଆଦ୍ରା - ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ ।

ପୁନର୍ବସୁ - ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳା ମାନେ ରକ୍ଷଣଶୀଳ ରହିବେ ।

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :