• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭୂ-ସମ୍ପତି କିଣିବାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ରାତ୍ରି ୦୨.୩୨ ଗତେ ସିଂହ ତିଥି- ୫ମୀ ରାତ୍ରି ୦୯.୨୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ରାତ୍ରି ୦୨.୩୨ ଗତେ କର୍କଟ, ମକର ଘାତ ବାର – ମକର ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Cancer

କର୍କଟ

Tuesday 13 Dec 2022

ପୁନର୍ବସୁ – ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

ପୁଷ୍ୟା – ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ

ଅଶ୍ଳେଷା – ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଶତୃମାନେ ମଥାନତ କରିବେ

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :