ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ରାତ୍ରି ୦୨.୩୨ ଗତେ ସିଂହ ତିଥି- ୫ମୀ ରାତ୍ରି ୦୯.୨୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ରାତ୍ରି ୦୨.୩୨ ଗତେ କର୍କଟ, ମକର ଘାତ ବାର – ମକର ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ
ମଘା – ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି
ପୂ , ଫାଲଗୁନୀ - ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଉ ,ଫାଲଗୁନୀ – ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି ।
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧