• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭୂ-ସମ୍ପତି କିଣିବାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ରାତ୍ରି ୦୨.୩୨ ଗତେ ସିଂହ ତିଥି- ୫ମୀ ରାତ୍ରି ୦୯.୨୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ରାତ୍ରି ୦୨.୩୨ ଗତେ କର୍କଟ, ମକର ଘାତ ବାର – ମକର ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Virgo

କନ୍ୟା

Tuesday 13 Dec 2022

ଉ , ଫାଲଗୁନୀ – ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି ।

ହସ୍ତା – ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ବ୍ୟବସାୟରେ ସହରକୁ ଯାଇ ପାରନ୍ତି ।

ଚିତ୍ରା – ରାଜନିତିରେ ଲକ୍ଷ୍ୟପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ । ମାଲିମକନ୍ଦମା କ୍ଷେତ୍ରରେ ଉତମ ଫଳ ପାଇବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :