• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭୂ-ସମ୍ପତି କିଣିବାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ରାତ୍ରି ୦୨.୩୨ ଗତେ ସିଂହ ତିଥି- ୫ମୀ ରାତ୍ରି ୦୯.୨୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ରାତ୍ରି ୦୨.୩୨ ଗତେ କର୍କଟ, ମକର ଘାତ ବାର – ମକର ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Libra

ତୁଳା

Tuesday 13 Dec 2022

ଚିତ୍ରା – ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ ।

ସ୍ୱାତୀ – କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି

ବିଶାଖା – ଆୟନୀର ଆଶ୍ରୟ ନେଇ ପାରନ୍ତି । ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବାସହ ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ ।

ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :