• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭୂ-ସମ୍ପତି କିଣିବାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ରାତ୍ରି ୦୨.୩୨ ଗତେ ସିଂହ ତିଥି- ୫ମୀ ରାତ୍ରି ୦୯.୨୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ରାତ୍ରି ୦୨.୩୨ ଗତେ କର୍କଟ, ମକର ଘାତ ବାର – ମକର ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Scorpio

ବିଛା

Tuesday 13 Dec 2022

ବିଶାଖା – ପରୋକ୍ଷ ଶତୃତା ଦୈନିକ ଜିବନ ଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ହୋଇପାରେ ।

ଅନୁରାଧା – ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ଆଦୃତି ମାଧ୍ୟମରେ ସୁୁଖ ସମ୍ମାନ ପ୍ରଦାନ କରିବ

ଜ୍ୟେଷ୍ଠା – କର୍ମକ୍ଷେତ୍ରରେ ପ୍ରଂଶସା ଓ ପ୍ରତିଷ୍ଠା ପ୍ରତି ଈର୍ଷାନ୍ୱିତ ହେବେ । ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :