• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭୂ-ସମ୍ପତି କିଣିବାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ରାତ୍ରି ୦୨.୩୨ ଗତେ ସିଂହ ତିଥି- ୫ମୀ ରାତ୍ରି ୦୯.୨୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ରାତ୍ରି ୦୨.୩୨ ଗତେ କର୍କଟ, ମକର ଘାତ ବାର – ମକର ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Sagittarius

ଧନୁ

Tuesday 13 Dec 2022

ମୂଳା – ଭାଇ, ଭାଇ ମଧ୍ୟରେ କଳହ ଦେଖା ଦେଇପାରେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ

ପୂ , ଷାଢା – ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ଉ , ଷାଢା – ଭୂ-ସମ୍ପତି କିଣିବାର ଯୋଗ ରହିଛି । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :