• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2022: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭୂ-ସମ୍ପତି କିଣିବାର ଯୋଗ ରହିଛି

ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର ଚନ୍ଦ୍ର – କର୍କଟ ରାତ୍ରି ୦୨.୩୨ ଗତେ ସିଂହ ତିଥି- ୫ମୀ ରାତ୍ରି ୦୯.୨୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ରାତ୍ରି ୦୨.୩୨ ଗତେ କର୍କଟ, ମକର ଘାତ ବାର – ମକର ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ

Capricorn

ମକର

Tuesday 13 Dec 2022

ଉ , ଷାଢା - ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ ।

ଶ୍ରବଣା – ରାଜନିତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ । ବ୍ୟବସାୟରେ କୈାଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ।

ଧନିଷ୍ଠା – କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ ।

 ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ । 

ଶୁଭ ରଙ୍ଗ :ନୀଳ