ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର-ମେଷ ଦିବା ୦୧.୧୯ ଗତେ ବୃଷ । ତିଥି-୧୩ଶୀ ରାତ୍ରି ୦୭.୪୦ ଗତେ ୧୪ଶୀ।
ଉ,ଫଳଗୁନି- ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ ।
ହସ୍ତା- ବିଦ୍ୟାର୍ଥୀମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି, ଯାହା ଆପଣଙ୍କୁ ସଫଳତା ଆଣିଦେବ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ
ଚିତ୍ରା- ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ । ଛାତ୍ର ଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ ।
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର-ମେଷ ଦିବା ୦୧.୧୯ ଗତେ ବୃଷ । ତିଥି-୧୩ଶୀ ରାତ୍ରି ୦୭.୪୦ ଗତେ ୧୪ଶୀ। ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୧.୧୯ ଗତେ ବିଛା ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ପ୍ରାତଃ ୦୭.୫୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୫.୪୭ ପର୍ଯ୍ୟନ୍ତ ।