ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର-ମେଷ ଦିବା ୦୧.୧୯ ଗତେ ବୃଷ । ତିଥି-୧୩ଶୀ ରାତ୍ରି ୦୭.୪୦ ଗତେ ୧୪ଶୀ।
ଚିତ୍ରା- ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି
ସ୍ୱାତୀ- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।
ବିଶାଖା- ନିର୍ଭରଯୋଗ୍ୟ ସୁତ୍ରରୁ କିଛି ଅର୍ଥ ପାଇବେ, ଯାହା ଆପଣଙ୍କର ଆର୍ଥିକ ଅସୁବିଧାକୁ ଦୂର କରିପାରେ । ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ ।
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର-ମେଷ ଦିବା ୦୧.୧୯ ଗତେ ବୃଷ । ତିଥି-୧୩ଶୀ ରାତ୍ରି ୦୭.୪୦ ଗତେ ୧୪ଶୀ। ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୧.୧୯ ଗତେ ବିଛା ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ପ୍ରାତଃ ୦୭.୫୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୫.୪୭ ପର୍ଯ୍ୟନ୍ତ ।