• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Feb 2024: ଏହି ରାଶିର ବ୍ୟକ୍ତିଙ୍କର ଚାକିରି କ୍ଷେତ୍ରରେ ସଫଳତା ମିଳିବ..

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ମଙ୍ଗଳବାର। ଚନ୍ଦ୍ର- ମୀନ ଅହୋରାତ୍ର, ତିଥି- ୪ର୍ଥୀ ଦିବା ୦୨.୪୨ ଗତେ ୫ମୀ, ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Tuesday 13 Feb 2024

କୃତିକା- ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରିବେ। କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ । ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ।

ରୋହିଣୀ- ପରକଥାରେ ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ଚାକିରିରେ ଅସ୍ଥିରତା ମନ ରହିବ। ଉଚ୍ଚ ଶିକ୍ଷା ପାଇଁ କଠିନ ପରିଶ୍ରମ କରିବାକୁ ପଡିପାରେ। ରାଜନୀତିରେ ମାନ ସମ୍ନାନ ବୃଦ୍ଧି ପାଇବ।

ମୃଗଶିରା- ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ। ଆନୁଷ୍ଠାନିକ କାମରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହୋଇପାରନ୍ତି। ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :