• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Feb 2024: ଏହି ରାଶିର ବ୍ୟକ୍ତିଙ୍କର ଚାକିରି କ୍ଷେତ୍ରରେ ସଫଳତା ମିଳିବ..

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ମଙ୍ଗଳବାର। ଚନ୍ଦ୍ର- ମୀନ ଅହୋରାତ୍ର, ତିଥି- ୪ର୍ଥୀ ଦିବା ୦୨.୪୨ ଗତେ ୫ମୀ, ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Tuesday 13 Feb 2024

ଧନିଷ୍ଠା- ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ କାମରେ ଶିଥିଳତା ପରିଲକ୍ଷିତ ହେବ। ସମ୍ପର୍କୀୟଙ୍କୁ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ।

ଶତଭିଷା- ଅଫିସ୍ ସମ୍ବନ୍ଧୀୟ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସରକାରୀ କ୍ଷେତ୍ରରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ।

ପୂ,ଭାଦ୍ରପଦ- ପୈତୃକ ସମ୍ପତ୍ତିକୁ ଭାଇ-ଭାଇ ଭିତରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ। ବୃତ୍ତିଗତ ଧନ୍ଦାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ମହିଳା ମାନେ ଆତ୍ମବିଶ୍ଵାସି ରହିବେ

ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :