• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Feb 2024: ଏହି ରାଶିର ବ୍ୟକ୍ତିଙ୍କର ଚାକିରି କ୍ଷେତ୍ରରେ ସଫଳତା ମିଳିବ..

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ମଙ୍ଗଳବାର। ଚନ୍ଦ୍ର- ମୀନ ଅହୋରାତ୍ର, ତିଥି- ୪ର୍ଥୀ ଦିବା ୦୨.୪୨ ଗତେ ୫ମୀ, ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Tuesday 13 Feb 2024

ପୂ,ଭାଦ୍ରପଦ- ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ।

ଉ,ଭାଦ୍ରପଦ- ପିଲାମାନଙ୍କ ପାଠପଢାକୁ ନେଇ ଚିନ୍ତିତ ରହିବେ। ମହିଳା ମାନେ କଠିନ ପରିଶ୍ରମ କରିବେ। ଅଫିସ୍‌ରେ ଉପରିସ୍ଥ ଅଧିକାରୀଙ୍କର ସାହାହାର୍ଯ୍ୟ ସହଯୋଗ ପାଇବେ।

ରେବତୀ- ଜମିଜମା କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ରାସ୍ତାରେ ଗମନାଗମନ କ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି। ଅର୍ଥାଭାବ ଯୋଗୁ ବିଚଳିତ ହେବେ।

ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :