• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Feb 2024: ଏହି ରାଶିର ବ୍ୟକ୍ତିଙ୍କର ଚାକିରି କ୍ଷେତ୍ରରେ ସଫଳତା ମିଳିବ..

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ମଙ୍ଗଳବାର। ଚନ୍ଦ୍ର- ମୀନ ଅହୋରାତ୍ର, ତିଥି- ୪ର୍ଥୀ ଦିବା ୦୨.୪୨ ଗତେ ୫ମୀ, ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Tuesday 13 Feb 2024

ମୃଗଶିରା- ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ। ପିଲାମାନଙ୍କ ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିବ।

ଆଦ୍ରା- ଅଫିସରେ ଛୋଟ ଘଟଣାକୁ ବଡ଼ ଆକାରରେ ଚିନ୍ତା କରି ବୃଥାରେ ସମୟର ଅପଚୟ କରିପାରନ୍ତି। ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି। କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ।

ପୁନର୍ବସୁ- ସାହିତ୍ୟ, ସାମ୍ବାଦିକତା, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ କ୍ଷ ମହିଳା ମାନେ କଠିନ ପରିଶ୍ରମ କରିବ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :