• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Feb 2024: ଏହି ରାଶିର ବ୍ୟକ୍ତିଙ୍କର ଚାକିରି କ୍ଷେତ୍ରରେ ସଫଳତା ମିଳିବ..

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୩ ତାରିଖ ମଙ୍ଗଳବାର। ଚନ୍ଦ୍ର- ମୀନ ଅହୋରାତ୍ର, ତିଥି- ୪ର୍ଥୀ ଦିବା ୦୨.୪୨ ଗତେ ୫ମୀ, ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Tuesday 13 Feb 2024

ପୁନର୍ବସୁ- ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ। ସମ୍ପର୍କୀୟଙ୍କ ସହ ମିତ୍ରତା ବୃଦ୍ଧି ଘଟିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ।

ପୁଷ୍ୟା- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ।

ଅଶ୍ଲେଷା- ପଢାରେ ବନ୍ଧୁଙ୍କ ସାହାର୍ଯ୍ୟ ପାଇବେ। ଯାତ୍ରା, ବାଣିଜ୍ୟ, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପ୍ରଦାନ କରିପାରନ୍ତି। ପରକଥାରେ ପଡ଼ି ଭୁଲ୍ ମାର୍ଗର ଅନୁସରଣ କରିବେ

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :